Skip to content

Booksellers & Trade Customers: Sign up for online bulk buying at trade.atlanticbooks.com for wholesale discounts

Booksellers: Create Account on our B2B Portal for wholesale discounts

Krushnabarna Janha O Anyanya Kabita

by Chandan Kumar Das
Save 5% Save 5%
Current price ₹1,297.00
Original price ₹1,372.00
Original price ₹1,372.00
Original price ₹1,372.00
(-5%)
₹1,297.00
Current price ₹1,297.00

Imported Edition - Ships in 18-21 Days

Free Shipping in India on orders above Rs. 500

Request Bulk Quantity Quote
+91
Book cover type: Paperback
  • ISBN13: 9781645604501
  • Binding: Paperback
  • Subject: N/A
  • Publisher: Black Eagle Books
  • Publisher Imprint: Black Eagle Books
  • Publication Date:
  • Pages: 102
  • Original Price: USD 14.0
  • Language: Oriya
  • Edition: N/A
  • Item Weight: 141 grams
  • BISAC Subject(s): Asian / General

ସମାଜରେ ସାହିତ୍ୟର ଭୂମିକା ଯେ ଗୁରୁତ୍ୱପୂର୍ଣ୍ଣ ସେଥିରେ ତିଳେମାତ୍ର ଦ୍ୱନ୍ଦ୍ୱର ଅବକାଶ ନାହିଁ । ମୋର ସ୍ୱଳ୍ପ ଅଧ୍ୟୟନରୁ ମୁଁ ଏତିକି ବୁଝିଛି ଯେ ଏକ ସୁସ୍ଥ ଓ ପରିପକ୍ୱ ସମାଜ ଗଠନ କରିବାରେ, ମଣିଷକୁ ସମ୍ବେଦନଶୀଳ କରି ଗଢ଼ି ତୋଳିବାରେ ସାହିତ୍ୟର ଅବଦାନ ଅନନ୍ୟ । ସାହିତ୍ୟର ସାରସ୍ୱତ ସାଧକମାନଙ୍କର ପ୍ରଚେଷ୍ଟା ବଳରେ ବିଶ୍ୱ ଇତିହାସରେ କେତେ କେତେ ବୈପ୍ଳବିକ ସଂସ୍କାର ସମ୍ଭବ ହୋଇପାରିଛି । "ତରବାରୀଠାରୁ କଲମର ବଳ ବେଶୀ' ଏକଥା ବି ସର୍ବସମ୍ମତିରେ ସର୍ବସାଧାରଣରେ ଗ୍ରାହ୍ୟ । ସୁତରାଂ ଜଣେ ଲେଖକଙ୍କର ଦାୟିତ୍ୱ କେବଳ ନିଜର ବ୍ୟକ୍ତିଗତ ଉଦ୍ଦେଶ୍ୟକୁ ଚରିତାର୍ଥ କରିବା ଏବଂ ପାଠକପାଠିକାଙ୍କ ମନୋରଞ୍ଜନ କରିବାରେ ସୀମିତ ରହେ ନାହିଁ, ବରଂ ତାଙ୍କ ସର୍ଜନା ମାଧ୍ୟମରେ ବ୍ୟବସ୍ଥାକୁ ବଦଳାଇବାର ଭରପୁର ପ୍ରୟାସ ଥାଏ ବା ରହିବା ଆବଶ୍ୟକ ।

ନିଜକୁ କବି କିମ୍ବା ଲେଖକ ବୋଲି କହିବାର ଦୁଃସାହସ କେବେ କରିବି ନାହିଁ । ଏ ବହିରେ ଯାହା କିଛି ଲେଖା ସ୍ଥାନ ପାଇଛି ସେଗୁଡ଼ିକୁ କବିତାର ଆଖ୍ୟା ଦିଆଯାଇ ପାରିବ କି ନାହିଁ ତା'ର ବିଚାର ବି ମୁଁ ପାଠକପାଠିକାମାନଙ୍କ ଉପରେ ଛାଡ଼ି ଦେଇଛି । ଏଥିରେ ଥିବା ଲେଖାଗୁଡ଼ିକ ଭିନ୍ନଭିନ୍ନ କଥାବସ୍ତୁ ଉପରେ ଆଧାରିତ । ଏସବୁର ସ୍ରଷ୍ଟା ହିସାବରେ କେବଳ ଏତିକି କହିବି ଯେ ଯେଉଁସବୁ ଭାବନା ମୋ ଛାତି ଭିତରେ ଉଙ୍କି ମାରୁଥିଲେ, ମୋ ନିସଙ୍ଗତାରେ ମୋ ଭିତରେ ଆଲୋଡ଼ନ ସୃଷ୍ଟି କରୁଥିଲେ, ସେସବୁକୁ ସାଦାକାଗ

Das, Chandan Kumar: - ଆତ୍ମ ବିବରଣୀ ନାମ- ଶ୍ରୀ ଚନ୍ଦନ କୁମାର ଦାସ ଜନ୍ମ- ମାର୍ଚ୍ଚ ୬ ତାରିଖ ୧୯୮୭ ମସିହା ଜନ୍ମସ୍ଥାନ- ତାପଣ୍ଡିଆ, ବାଲିଆପାଳ, ବାଲେଶ୍ୱର ପିତା- ଶ୍ରୀ ଲକ୍ଷ୍ମୀକାନ୍ତ ଦାସ ମାତା- ଶ୍ରୀମତୀ ବାସନ୍ତୀ ଦାସ ଶିକ୍ଷାଗତ ଯୋଗ୍ୟତା- ରେଭେନ୍ସା ବିଶ୍ୱବିଦ୍ୟାଳୟ, କଟକରୁ ଇଂରାଜୀ ଭାଷା ସାହିତ୍ୟରେ ଏମ୍].ଏ. ଓ ଏମ୍].ଫିଲ୍ । ଇଂଲିଶ ଆଣ୍ଡ୍ ଫରେନ୍ ଲାଙ୍ଗୁଏଜେସ ୟୁନିଭରସିଟି, ହାଇଦ୍ରାବାଦରୁ ପୋଷ୍ଟ ଗ୍ରାଜୁଏଟ ଡିପ୍ଲୋମା ଇନ୍ ଟିଚିଙ୍ଗ ଇଂଲିଶ । ବୃତ୍ତି- ଅଧ୍ୟାପନା

Trusted for over 49 years

Family Owned Company

Secure Payment

All Major Credit Cards/Debit Cards/UPI & More Accepted

New & Authentic Products

India's Largest Distributor

Need Support?

Whatsapp Us