Skip to content

Booksellers & Trade Customers: Sign up for online bulk buying at trade.atlanticbooks.com for wholesale discounts

Booksellers: Create Account on our B2B Portal for wholesale discounts

Abyakta Akhyara

by Amrit Ruturaj
Save 5% Save 5%
Current price ₹1,307.00
Original price ₹1,372.00
Original price ₹1,372.00
Original price ₹1,372.00
(-5%)
₹1,307.00
Current price ₹1,307.00

Imported Edition - Ships in 18-21 Days

Free Shipping in India on orders above Rs. 500

Request Bulk Quantity Quote
+91
Book cover type: Paperback
  • ISBN13: 9781645603733
  • Binding: Paperback
  • Subject: N/A
  • Publisher: Black Eagle Books
  • Publisher Imprint: Black Eagle Books
  • Publication Date:
  • Pages: 130
  • Original Price: USD 14.0
  • Language: Oriya
  • Edition: N/A
  • Item Weight: 173 grams
  • BISAC Subject(s): Asian / General

'ଅବ୍ୟକ୍ତ ଅକ୍ଷର' ସୁଖ-ଦୁଃଖ, ଏକେଲାପଣ ଓ ଅନ୍ତରାତ୍ମାର ତୃପ୍ତି ଭିତରେ ଯେଉଁ ଧୂସର କୋଠରୀ ସବୁ ରହିଛି, ସେଇ ସ୍ଥାନରେ ଏଣେତେଣେ ଘୂରିବୁଲନ୍ତି । ଏଇ ଅକ୍ଷର ମାନଙ୍କର ଅସହାୟତାପଣ ଏହିକି ଯେ, ସେମାନେ ଶବ୍ଦ ତିଆରି କରିପାରିନାହାଁନ୍ତି । ସେମାନେ କାଳିରେ ଉତ୍ତାରି ହୋଇନାହାଁନ୍ତି । କିନ୍ତୁ ସେ ଅକ୍ଷର ସବୁର ମହତ୍ତ୍ୱ ମାପିପାରିବା ବହୁତ କଷ୍ଟକର ବ୍ୟପାର । ପୁସ୍ତକରେ ସ୍ଥାନିତ କବିତାଗୁଡ଼ିକ କୌଣସି ବିପ୍ଳବର ଉପୋଦ୍]ଘାତ କରିବା ପାଇଁ କିମ୍ବା ଭଙ୍ଗା ହୃଦୟକୁ ଆହୁରି ଭାଙ୍ଗିବାକୁ ପ୍ରଣୋଦିତ ନୁହଁନ୍ତି । ସମସ୍ତ କବିତାର ଉଦ୍ଦେଶ୍ୟ ହେଲା ମନର ସଂଗୁପ୍ତ କୋଣରେ ହାଲିଆ ହେଇ ବିଶ୍ରାମ ନେଉଥିବା ମାନବୀୟ ସମ୍ବେଦନଶୀଳତାକୁ ଟିକିଏ ଉଜାଗର କରିବା । ପ୍ରାଚୁର୍ଯ୍ୟର ବିସ୍ତାରୀକରଣ ଭିତରେ, ଉପଭୋକ୍ତାବାଦର ଜୟଜୟ ଧ୍ୱନି ଭିତରେ ଅସହାୟ ପ୍ରାଣକୁ ଆମେ ଟିକେ ଅନେଇବା । ତା'ପରେ ବ୍ୟଥିତ ହେବେ କି ବିପ୍ଲବ କରିବେ କି ପରିବର୍ତ୍ତନର ଧ୍ୱନିକୁ ଶାଣିତ କରିବେ, ସେ ସବୁ ଶୂନ୍ୟସ୍ଥାନ ପୂରଣ କରିବା ପାଠକମାନଙ୍କର ସ୍ୱାଧୀନଚେତା ମନୋଭାବ ଏବଂ ସ୍ପର୍ଶକାତରତା ଉପରେ ନିର୍ଭରଶୀଳ । ସେଇ ଶୂନ୍ୟସ୍ଥାନମାନଙ୍କରେ ଅବ୍ୟକ୍ତ ଅକ୍ଷରଗୁଡ଼ିକର ପ୍ରତିଧ୍ୱନି ନିଶ୍ଚେ ଶୁଭିବ ଓ ଏହି କବିତାମାନଙ୍କରେ ବିଜ୍ଞାନ ପ୍ରତି କିଛି ଅବିଚାର ହୋଇଥାଇପାରେ । ସାତଭାୟାର ଝାଉଁବଣ ସ୍ମୃତି ରୋମନ୍ଥନ କରିବା, ବିଦ୍ୟାଳୟ ବାରଣ୍ଡା ଦୁଃଖରେ ମ୍ରିୟମାଣ &#

Ruturaj, Amrit: - Amrit Ruturaj (born 10th May 1992) has spent his childhood in different places of undivided Koraput and then completed his Graduation and Post-Graduation in Political Science from Ravenshaw University and JNU respectively. He got into Indian Administrative Service in 2015 in Odisha Cadre. 'Abyakta Akhyara' is his first poetry collection of thirty-three soulful poems. They uncover the contours of human sensibilities, inevitability of death, naked facets of humanism, internal voices of living, non-living beings, subaltern realism with a strong sense of compassion reflected in all the poems. With some heart wrenching imagination and incidents, the words revolve around wounds that require healing, tears that require consolation, voices that require space. The poems depict an attempt towards liberation from anything that binds the mind and soul.

Trusted for over 49 years

Family Owned Company

Secure Payment

All Major Credit Cards/Debit Cards/UPI & More Accepted

New & Authentic Products

India's Largest Distributor

Need Support?

Whatsapp Us