{"product_id":"aparapara-9781645601760","title":"Aparapara","description":"\u003cp\u003e • Author(s): Ashok Kumar Singha\u003cbr\u003e • Publisher: Black Eagle Books\u003cbr\u003e • Publisher Imprint: Black Eagle Books\u003cbr\u003e • BISAC: Asian - General\u003c\/p\u003e\u003cp\u003e\u003c\/p\u003e\u003cp\u003e\"ଅପରାପର\" କବିତା ରୂପରେ ଏକ ଚେତନା, ଏକ ସ୍ବର, ଶିହରଣ । ଏ ତିନି ସ୍ତରର, ଚାରି ପାଖରେ ଆଖି ଆଗରେ ଘଟୁଥିବା ସ୍ଥୂଳ ବାସ୍ତବତା ତ କେତେବେଳେ ଆଖି କୁ ଦିଶୁ ନ ଥିବା ସୂକ୍ଷ୍ମ ଅବବୋଧ, ଯାହା ଖାଲି ଅନୁଭବ କରି ହୁଏ, କହି ହୁଏ ନାହିଁ । ଆଉ ଗୋଟିଏ ସ୍ତର ହେଲା ଅର୍ଦ୍ଧ ଜାଗ୍ରତ ଅର୍ଦ୍ଧ ସୁପ୍ତ ଅବସ୍ଥା । ଏ କବିତା ତିନି ସ୍ତରକୁ ଛୁଇଁବାକୁ ଚେଷ୍ଟା କରିଛି । ଏ କେତେବେଳେ ଲୌକିକତା ରେ ଛନ୍ଦା ତ କେତେବେଳେ ଅଲୌକିକତା ରେ ବନ୍ଧା । ପ୍ରତି କବିତା ଲେଖିଲା ବେଳେ ମୁଁ ଅନୁଭବ କରିଛି କିଛି ଅଲୌକିକ ଆଚ୍ଛନ୍ନତା । \u003c\/p\u003e\u003cp\u003e\u003cbr\u003e\u003c\/p\u003e\u003cp\u003e\"ଅ\" ଗୋଟିଏ ଶକ୍ତିଶାଳୀ ଅକ୍ଷର, ଓଁକାର ର ପ୍ରଥମ ଅକ୍ଷର । ଏ ଅକ୍ଷର କରିପାରେ ଅସମ୍ଭବ କୁ ସମ୍ଭବ ଓ ସମ୍ଭବ କୁ ଅସମ୍ଭବ । ଏ ବହିର ପ୍ରତ୍ୟେକ କବିତା \"ଅ\" କାର ରେ ଆରମ୍ଭ । ଆଶା ଏ ପାଠକଙ୍କୁ ଆଛନ୍ନ କରି ରଖିବ । \u003c\/p\u003e","brand":"Atlantic Books","offers":[{"title":"Paperback","offer_id":46451140853911,"sku":"9781645601760","price":1121.0,"currency_code":"INR","in_stock":true}],"thumbnail_url":"\/\/cdn.shopify.com\/s\/files\/1\/0666\/3471\/1191\/files\/9781645601760.webp?v=1769135892","url":"https:\/\/atlanticbooks.com\/products\/aparapara-9781645601760","provider":"Atlantic Books","version":"1.0","type":"link"}