Skip to content

Booksellers & Trade Customers: Sign up for online bulk buying at trade.atlanticbooks.com for wholesale discounts

Booksellers: Create Account on our B2B Portal for wholesale discounts

Badhi

by Bibhuti Bhusan Pradhan
Save 4% Save 4%
Current price ₹1,125.00
Original price ₹1,176.00
Original price ₹1,176.00
Original price ₹1,176.00
(-4%)
₹1,125.00
Current price ₹1,125.00

Imported Edition - Ships in 18-21 Days

Free Shipping in India on orders above Rs. 500

Request Bulk Quantity Quote
+91
Book cover type: Paperback
  • ISBN13: 9781645602934
  • Binding: Paperback
  • Subject: N/A
  • Publisher: Black Eagle Books
  • Publisher Imprint: Black Eagle Books
  • Publication Date:
  • Pages: 120
  • Original Price: USD 12.0
  • Language: Oriya
  • Edition: N/A
  • Item Weight: 159 grams
  • BISAC Subject(s): Literary

ନରାଜ ଡେଇଁଲେ ମହାନଦୀ ଯେମିତି ଖିଆଲୀ, ତା'ର ନେଟ୍]ୱାର୍କ ବି ସେମିତି ବିଚିତ୍ର । କେନ୍ଦ୍ରାପଡ଼ା ଜିଲ୍ଲାର ଦାନପୁର ପାଖରୁ ମହାନଦୀର ଏକ ପ୍ରଶାଖା ଲୁଣାନଈରୁ କରାଣ୍ଡିଆ ବାହାରି କଳପଡ଼ା ପାଖରେ ପୁଣି ମିଶିଯାଇଛି । ମଝିରେ ତେରଖଣ୍ଡ ଧୋଇୟା ଗାଁର ସବୁଜ ମାନଚିତ୍ର । ତାଆରି ଭିତରୁ ସବା ତଳମୁଣ୍ଡ ଗାଁରେ ହେତୁ ପାଇଲା ଦିନୁ ମୁଁ ପ୍ରତିବର୍ଷ ଦେଖିଛି ବନ୍ୟାର ଭୀମକାନ୍ତ ରୂପ ।

ହଁ; ଭୀମକାନ୍ତ ହିଁ । ଅଜସ୍ର ଫେଣ ଚବକେଇ, ଭଉଁରୀ କାଟି ବନ୍ୟା ଯେତେବେଳେ ଆସେ, ଆସେ ସ୍ପର୍ଦ୍ଧିତ ଆବେଗରେ । ମୋତେ ଲାଗେ, ଜଙ୍ଗଲର ରାଜାଧିରାଜ ପାରିଧିରେ ବିଜେ କରୁଛି । ମୁଁ ମୁଗ୍ଧ ଦୃଷ୍ଟିରେ ତାକୁ ଚାହିଁ ରୁହେ । ପୁଣି ଅଜସ୍ର ଜଞ୍ଜାଳ ପଛରେ ପକେଇ ବନ୍ୟା ଯେତେବେଳେ ଛାଡ଼ି ଯାଏ ନଈର ଝାଉଁଳା ମୁହଁ ଦିଶେ ମଲାଜହ୍ନ ପରି ପାଂଶୁଳ ।

ଗତବର୍ଷର ମହାପ୍ଳାବନ ଛତିଶଗଡ଼ରେ ବସି ଟି.ଭି.ରେ ଦେଖିଲା ବେଳେ, ମୋତେ ଲାଗୁଥିଲା, ମୁଁ ଠିଆ ହୋଇଛି କରାଣ୍ଡିଆ ନଈ ଅତଡ଼ା ଦାଢ଼ରେ । ମୋ' ଆଗରେ କରାଣ୍ଡିଆର ଅତଳସ୍ପର୍ଶୀ ନୀଳ ଡଅଁର । ପୀତାମ୍ବର ବାବୁ ଏଥର ଉପନ୍ୟାସ ପାଇଁ ଅନୁରୋଧ କଲାବେଳେ ସେହି ଡଅଁର ବୋଧେ ମୋତେ ବାଧ୍ୟ କରି ଟାଣି ନେଇଛି 'ବଢ଼ି' ଆଡ଼େ । ନହେଲେ ପ୍ରକୃତ ଯୋଜନା ଥିଲା ଅନ୍ୟ ଉପନ୍ୟାସ ପାଇଁ । ଆଉଥରେ ବି ଲେଖିଥିଲି, ବାଘେଇ ଘାଟ କଥା, ବାଲିଘାଇ ଗାଁ କଥା । ବହୁ କୌତୂହଳୀ ପାଠକ ସେତେବେଳେ ପଚାରିଥିଲେ, ବାଘେଇ କେଉଁଠି, କେଉଁଠି ବାଲିଘାଇ?

କଟକ ତଳହଟୀ ସବୁ ଘାଟ ତ ମୋତ

Pradhan, Bibhuti Bhusan: - "Bibhuti Bhusan Pradhan (April 3, 1957 - August 24, 2016) was a powerful Odia short story writer whose untimely death left a vacuum in Odia story-telling. His published books are Jatra (2012), Daha (2012), Dheu (2012), Hacking (2016), Ardhasatya (2016), Nata (2018) and Galpa samagra (2018). He received Odisha Sahitya Academy award in 2013 for the novel Dheu."

Trusted for over 49 years

Family Owned Company

Secure Payment

All Major Credit Cards/Debit Cards/UPI & More Accepted

New & Authentic Products

India's Largest Distributor

Need Support?

Whatsapp Us