{"product_id":"bhaba-o-bhasara-samrat-surendra-9781645604983","title":"Bhaba O Bhasara Samrat Surendra","description":"\u003cp\u003e • Author(s): Sarbeswar Sena\u003cbr\u003e • Publisher: Black Eagle Books\u003cbr\u003e • Publisher Imprint: Black Eagle Books\u003cbr\u003e • BISAC: Short Stories\u003c\/p\u003e\u003cp\u003e\u003c\/p\u003e\u003cp\u003eକଥା ସମ୍ରାଟ ଫକୀରମୋହନୋତ୍ତର ଓଡ଼ିଆ ଗଳ୍ପ ସାହିତ୍ୟ ଜଗତର ଅପ୍ରତିଦ୍ୱନ୍ଦ୍ୱୀ, ଅନୁପମ ବିନ୍ଧାଣି ସୁରେନ୍ଦ୍ର ମହାନ୍ତି । ସେଇ ମୂର୍ଦ୍ଧନ୍ୟ ସ୍ରଷ୍ଟାଙ୍କର ନିର୍ବାଚିତ ୨୬ ଗୋଟି ଗଳ୍ପ ଉପରେ ଆଧାରିତ ଡ. ସେଣଙ୍କର ଏକ ଭିନ୍ନ ସ୍ୱାଦର ଦ୍ୱାଦଶ ସମୀକ୍ଷା ପୁସ୍ତକ 'ଭାବ ଓ ଭାଷାର ସମ୍ରାଟ ସୁରେନ୍ଦ୍ର' । ଆଲୋଚିତ ପ୍ରତିଟି ଗଳ୍ପର ଭାଷା ବିଭବ ସହ ଭାବ ବିଳାସର ଚାତୁର]୍ୟ୍ୟପୂର୍ଣ୍ଣ ଚିତ୍ରାୟନ ପୁସ୍ତକଟିର ଅନନ୍ୟ ଆକର୍ଷଣ । ବିପୁଳ ପାଠକୀୟ ଶ୍ରଦ୍ଧାଲାଭ କଲେ ଶ୍ରମ ସାର୍ଥକ ହେବ ।\u003c\/p\u003e","brand":"Atlantic Books","offers":[{"title":"Paperback","offer_id":46389563457687,"sku":"9781645604983","price":1526.0,"currency_code":"INR","in_stock":true}],"thumbnail_url":"\/\/cdn.shopify.com\/s\/files\/1\/0666\/3471\/1191\/files\/9781645604983.webp?v=1768799716","url":"https:\/\/atlanticbooks.com\/products\/bhaba-o-bhasara-samrat-surendra-9781645604983","provider":"Atlantic Books","version":"1.0","type":"link"}