Skip to content

Booksellers & Trade Customers: Sign up for online bulk buying at trade.atlanticbooks.com for wholesale discounts

Booksellers: Create Account on our B2B Portal for wholesale discounts

Ghalib

by Umakanta Mohapatra
Save 7% Save 7%
Current price ₹1,281.00
Original price ₹1,372.00
Original price ₹1,372.00
Original price ₹1,372.00
(-7%)
₹1,281.00
Current price ₹1,281.00

Imported Edition - Ships in 18-21 Days

Free Shipping in India on orders above Rs. 500

Request Bulk Quantity Quote
+91
Book cover type: Paperback
  • ISBN13: 9781645608851
  • Binding: Paperback
  • Subject: N/A
  • Publisher: Black Eagle Books
  • Publisher Imprint: Black Eagle Books
  • Publication Date:
  • Pages: 72
  • Original Price: USD 14.0
  • Language: Oriya
  • Edition: N/A
  • Item Weight: 96 grams
  • BISAC Subject(s): Epic

Mohapatra, Umakanta: - "ଉମାକାନ୍ତ ମହାପାତ୍ର(୨୩ ଅପ୍ରେଲ୧୯୩୦ - ୦୮ ଜୁଲାଇ ୧୯୯୯)ଙ୍କ ଜନ୍ମସ୍ଥାନ କଟକ । ପିତା ସାକ୍ଷୀଗୋପାଳ ନିକଟସ୍ଥ ବିଶ୍ୱନାଥପୁର ଗ୍ରାମର ଲୋକନାଥ ମହାପାତ୍ର ଓ ମାତା ପାର୍ବତୀ ଦେବୀଙ୍କର ସେ ଜ୍ୟେଷ୍ଠ ସନ୍ତାନ । ଶିକ୍ଷକ ପିତାଙ୍କ ତତ୍ତ୍ୱାବଧାନରେ ଭବାନୀପାଟଣାରେ ଓ ପରେ ଏହ୍ଲାବାଦରେ ସ୍କୁଲ ଶିକ୍ଷା ଲାଭ । ରେଭେନ୍]ସା କଲେଜ୍]ରୁ ଆଇ.ଏସ୍]ସି. ଓ ବ୍ରହ୍ମପୁର ଖଲିକୋଟ୍ କଲେଜ୍]ରୁ ବି.ଏସ୍]ସି. ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାପରେ କେନ୍ଦ୍ର ସରକାରଙ୍କ ଗୁଇନ୍ଦା ବିଭାଗରେ ୧୯୫୩ରେ ଯୋଗଦାନ । ସେହି ବର୍ଷ ବ୍ରହ୍ମପୁରର ଖ୍ୟାତନାମା ପଣ୍ଡିତ ଓ କବିରାଜ ଅନନ୍ତ ତ୍ରିପାଠୀ ଶର୍ମାଙ୍କର ଚତୁର୍ଥ କନ୍ୟା ଅନସୂୟାଙ୍କ ସହିତ ବିବାହ । ଜଣେ ପଦସ୍ଥ କର୍ମଚାରୀ ଭାବେ ନାନାଦି ସ୍ଥାନରେ ଦାୟିତ୍ୱପୂର୍ଣ୍ଣର୍ କାର୍ଯ୍ୟ ସମ୍ପାଦନ କରି ସୁନାମ ଅର୍ଜନ । ୧୯୮୮ରେ ଚାକିରୀରୁ ଅବସର ଗ୍ରହଣ ପରେ ଭୁବନେଶ୍ୱରର ବାସିନ୍ଦା । ଦୁଇ ପୁତ୍ର ଅଶୋକ ଓ ପୁଷନ୍ ଉଚ୍ଚ ପଦସ୍ଥ କର୍ମଚାରୀ ।"

Trusted for over 49 years

Family Owned Company

Secure Payment

All Major Credit Cards/Debit Cards/UPI & More Accepted

New & Authentic Products

India's Largest Distributor

Need Support?

Whatsapp Us