{"product_id":"krushnabarna-janha-o-anyanya-kabita-9781645604501","title":"Krushnabarna Janha O Anyanya Kabita","description":"\u003cp\u003e • Author(s): Chandan Kumar Das\u003cbr\u003e • Publisher: Black Eagle Books\u003cbr\u003e • Publisher Imprint: Black Eagle Books\u003cbr\u003e • BISAC: Asian - General\u003c\/p\u003e\u003cp\u003e\u003c\/p\u003e\u003cp\u003eସମାଜରେ ସାହିତ୍ୟର ଭୂମିକା ଯେ ଗୁରୁତ୍ୱପୂର୍ଣ୍ଣ ସେଥିରେ ତିଳେମାତ୍ର ଦ୍ୱନ୍ଦ୍ୱର ଅବକାଶ ନାହିଁ । ମୋର ସ୍ୱଳ୍ପ ଅଧ୍ୟୟନରୁ ମୁଁ ଏତିକି ବୁଝିଛି ଯେ ଏକ ସୁସ୍ଥ ଓ ପରିପକ୍ୱ ସମାଜ ଗଠନ କରିବାରେ, ମଣିଷକୁ ସମ୍ବେଦନଶୀଳ କରି ଗଢ଼ି ତୋଳିବାରେ ସାହିତ୍ୟର ଅବଦାନ ଅନନ୍ୟ । ସାହିତ୍ୟର ସାରସ୍ୱତ ସାଧକମାନଙ୍କର ପ୍ରଚେଷ୍ଟା ବଳରେ ବିଶ୍ୱ ଇତିହାସରେ କେତେ କେତେ ବୈପ୍ଳବିକ ସଂସ୍କାର ସମ୍ଭବ ହୋଇପାରିଛି । \"ତରବାରୀଠାରୁ କଲମର ବଳ ବେଶୀ' ଏକଥା ବି ସର୍ବସମ୍ମତିରେ ସର୍ବସାଧାରଣରେ ଗ୍ରାହ୍ୟ । ସୁତରାଂ ଜଣେ ଲେଖକଙ୍କର ଦାୟିତ୍ୱ କେବଳ ନିଜର ବ୍ୟକ୍ତିଗତ ଉଦ୍ଦେଶ୍ୟକୁ ଚରିତାର୍ଥ କରିବା ଏବଂ ପାଠକପାଠିକାଙ୍କ ମନୋରଞ୍ଜନ କରିବାରେ ସୀମିତ ରହେ ନାହିଁ, ବରଂ ତାଙ୍କ ସର୍ଜନା ମାଧ୍ୟମରେ ବ୍ୟବସ୍ଥାକୁ ବଦଳାଇବାର ଭରପୁର ପ୍ରୟାସ ଥାଏ ବା ରହିବା ଆବଶ୍ୟକ ।\u003c\/p\u003e\u003cp\u003e ନିଜକୁ କବି କିମ୍ବା ଲେଖକ ବୋଲି କହିବାର ଦୁଃସାହସ କେବେ କରିବି ନାହିଁ । ଏ ବହିରେ ଯାହା କିଛି ଲେଖା ସ୍ଥାନ ପାଇଛି ସେଗୁଡ଼ିକୁ କବିତାର ଆଖ୍ୟା ଦିଆଯାଇ ପାରିବ କି ନାହିଁ ତା'ର ବିଚାର ବି ମୁଁ ପାଠକପାଠିକାମାନଙ୍କ ଉପରେ ଛାଡ଼ି ଦେଇଛି । ଏଥିରେ ଥିବା ଲେଖାଗୁଡ଼ିକ ଭିନ୍ନଭିନ୍ନ କଥାବସ୍ତୁ ଉପରେ ଆଧାରିତ । ଏସବୁର ସ୍ରଷ୍ଟା ହିସାବରେ କେବଳ ଏତିକି କହିବି ଯେ ଯେଉଁସବୁ ଭାବନା ମୋ ଛାତି ଭିତରେ ଉଙ୍କି ମାରୁଥିଲେ, ମୋ ନିସଙ୍ଗତାରେ ମୋ ଭିତରେ ଆଲୋଡ଼ନ ସୃଷ୍ଟି କରୁଥିଲେ, ସେସବୁକୁ ସାଦାକାଗ\u003c\/p\u003e","brand":"Black Eagle Books","offers":[{"title":"Paperback","offer_id":47779526901911,"sku":"9781645604501","price":1297.0,"currency_code":"INR","in_stock":true}],"thumbnail_url":"\/\/cdn.shopify.com\/s\/files\/1\/0666\/3471\/1191\/files\/9781645604501.webp?v=1778037225","url":"https:\/\/atlanticbooks.com\/products\/krushnabarna-janha-o-anyanya-kabita-9781645604501","provider":"Atlantic Books","version":"1.0","type":"link"}