{"product_id":"mu-bi-karna-9781645604457","title":"Mu bi Karna","description":"\u003cp\u003e • Author(s): Vanumati Sahoo\u003cbr\u003e • Publisher: Black Eagle Books\u003cbr\u003e • Publisher Imprint: Black Eagle Books\u003cbr\u003e • BISAC: Feminist\u003c\/p\u003e\u003cp\u003e'ମୁଁ ବି କର୍ଣ୍ଣ' ଉପନ୍ୟାସରେ ଚିତ୍ରିତ ହୋଇଛି ଏକ ପାଳିତ ପୁତ୍ରର ଜୀବନ କାହାଣୀ ଯାହାର ସାମଞ୍ଜସ୍ୟ ରହିଛି ମହାଭାରତର କର୍ଣ୍ଣଙ୍କ ଜୀବନ କାହାଣୀ ସହିତ ।\u003c\/p\u003eସଦ୍ୟ ଜନ୍ମିତ ଶିଶୁପୁତ୍ରଟିକୁ ନଦୀର ଜଳରେ ଭାସୁଥିବା ବୋଝ ଭିତରୁ ଅତି ଆଗ୍ରହରେ ତୋଳିଆଣି ନିମିଷକ ମଧ୍ୟରେ ଭୁଲିଯାଆନ୍ତି ଚିତ୍ରା ଓ ବିଭୂତି ନିଜର ସଦ୍ୟ ମୃତ ପୁତ୍ରକୁ ଯାହାକୁ ସେମାନେ ନଦୀ ନିକଟରେ ପୋତିବାକୁ ଆସିଥିଲେ ରାତ୍ରିର ଅନ୍ଧାରରେ । ସମସ୍ତଙ୍କ ଆଗରେ 'ଆଲୋକ' ସେମାନଙ୍କର ଜନ୍ମିତ ପୁତ୍ର ।ସମୟକ୍ରମେ ଚିତ୍ରା ଓ ବିଭୂତିଙ୍କର ପାଞ୍ଚ ପୁଅ ହୋଇଛନ୍ତି କୁନ୍ତୀଙ୍କର ପାଞ୍ଚପୁତ୍ର ହେଲାପରି । ଆଲୋକ ମଧ୍ୟ ଭଲ ପଢ଼ି ଏକ ଅଫିସର ହୋଇଛି । କିନ୍ତୁ ସେ ଜାଣିନି ନିଜର ପ୍ରକୃତ ଜୀବନ ବୃତ୍ତାନ୍ତ । ଆଲୋକ ପଛରେ ଯେ ଅନ୍ଧାରଟିଏ ଲୁଚି ରହିଛି ତାହା ସମସ୍ତଙ୍କୁ ଆଗୋଚର ।ସମୟ ସ୍ରୋତରେ ଆଲୋକର ପ୍ରକୃତ ଜନ୍ମଦାତ୍ରୀ ମେନକା ଦେବୀ ସନ୍ଧାନ ପାଆନ୍ତି ନିଜ ଜନ୍ମିତ ପୁତ୍ରର ଓ ତା ପାଖକୁ ଆସି ପ୍ରକୃତ ମାତାର ପରିଚୟ ଦିଅନ୍ତି । କିନ୍ତୁ ଆଲୋକ ତାଙ୍କୁ ନିଜର ମା' ବୋଲି ଗ୍ରହଣ କରେନି । ଚିତ୍ରା ଓ ବିଭୂତି ତାର ମାତା ଓ ପିତା । ନିରାଶ ହୁଅନ୍ତି ମେନକା ଦେବୀ ।ମେନକା ଦେବୀଙ୍କର ଆଉ କିଏ ନାହାନ୍ତି । ସେ ଏକ ଅନାଥାଶ୍ରମର ମାଲିକାଣୀ । ଅଳ୍ପଦିନ ପରେ ତାଙ୍କର ମୃତ୍ୟୁ ହୁଏ କ୍ୟାନ୍]ସରରେ ଓ ରାତ୍ରିରେ ହୋଇଯାଏ ତାଙ୍କର ଶବଦାହ ଶ୍ମଶାନରେ । ଆଲୋକ ଖବର ପାଇ ଶ୍ମଶାନରେ ପହଞ୍ଚିଲା ବେଳକ","brand":"Atlantic Books","offers":[{"title":"Paperback","offer_id":46389998977175,"sku":"9781645604457","price":1312.0,"currency_code":"INR","in_stock":true}],"thumbnail_url":"\/\/cdn.shopify.com\/s\/files\/1\/0666\/3471\/1191\/files\/9781645604457.webp?v=1768801111","url":"https:\/\/atlanticbooks.com\/products\/mu-bi-karna-9781645604457","provider":"Atlantic Books","version":"1.0","type":"link"}