{"product_id":"sanja-sakale-odia-only-9781645600947","title":"Sanja Sakale: Odia only","description":"\u003cp\u003e • Author(s): Sukant Mishra\u003cbr\u003e • Publisher: Black Eagle Books\u003cbr\u003e • Publisher Imprint: Black Eagle Books\u003cbr\u003e • BISAC: Lyrics\u003c\/p\u003e\u003cp\u003e\u003c\/p\u003e\u003cp\u003eଏକ ଶତ (୧୦୦) ଟି ଓଡ଼ିଆ ଫିଲ୍ମ ଭକ୍ତି ସଙ୍ଗୀତ ସଂଗୃହୀତ ହୋଇ ଏହି ସଙ୍କଳନରେ ଉପସ୍ଥାପିତ କରାଯାଇଛି । ଏଥିରୁ ଗୋଟିଏ ଦୁଇଟିକୁ ବାଦ ଦେଲେ, ବାକି ସମସ୍ତ ଭକ୍ତି ସଙ୍ଗୀତ ୧୯୬୧ ରୁ ୧୯୯୦ ମଧ୍ୟରେ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ମାନଙ୍କରୁ ଉଦ୍ଧୃତ ହୋଇଛି । ୧୯୬୧ ରୁ ୧୯୯୦ - ଏହି ୩୦ ବର୍ଷ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ୍ଟକ୍ଷୟରଦ୍ଭ ଋକ୍ସବ ବା ସୁବର୍ଣ୍ଣ ଯୁଗ ଥିଲା କହିଲେ ଅତ୍ୟୁକ୍ତି ହେବ ନାହିଁ । ଏହି ସମୟ ସୀମାରେ - କାହାଣୀ, ଅଭିନୟ, ନିର୍ଦ୍ଦେଶନା ଓ ସଙ୍ଗୀତ - ପ୍ରତିଟି ବିଭାଗରେ ଓଡ଼ିଆ ଚଳଚ୍ଚିତ୍ର ପରାକାଷ୍ଠାର ଚରମ ସୋପାନରେ ଉତ୍ତୀର୍ଣ୍ଣ ହୋଇଥିଲା । ତେଣୁ କହିବା ବାହୁଲ୍ୟ ଯେ ଏହି ଚଳଚ୍ଚିତ୍ର ମାନଙ୍କର ଭକ୍ତି ସଙ୍ଗୀତ ମଧ୍ୟ ଖୁବ ହୃଦୟସ୍ପର୍ଶୀ ହୋଇଥିଲା । ପରିବେଷଣ ଶୈଳୀ ଅନୁସାରେ ଚଳଚ୍ଚିତ୍ର ଭକ୍ତି ସଙ୍ଗୀତ ଗୁଡିକ ମୁଖ୍ୟତଃ ତିନିଟି ଶ୍ରେଣୀରେ ବିଭକ୍ତ କରା ଯାଇପାରେ । ପ୍ରଥମ ଶ୍ରେଣୀରେ ଅନ୍ତର୍ଭୁକ୍ତ ହେଉଛନ୍ତି ସେହି ଭକ୍ତିଗୀତ ଯାହାର ରଚନା ଓ ସ୍ୱର ପରିବେଷଣ ଉଭୟ ପାରମ୍ପରିକ ଶୈଳୀରେ ହୋଇଛି - ଯଥା - ଭଜୁ କିନା ରାମ ନାମ (କନକଲତା - ୧୯୭୪), ବାଧିଲା ଜାଣି କ୍ଷମା (ମୁକ୍ତି - ୧୯୭୭) । ଦ୍ୱିତୀୟ ଶ୍ରେଣୀରେ ଗୃହୀତ ହୋଇଥିବା ଭକ୍ତି ଗୀତ ଗୁଡିକର ରଚନା ପାରମ୍ପରିକ, କିନ୍ତୁ ସ୍ୱର ନୂତନ ଶୈଳୀରେ ପ୍ରସ୍ତୁତ ହୋଇଛି - ଉଦାହରଣ ସ୍ୱରୂପ ବିଶ୍ୱ ଜୀବନ ହେ (ଅସ୍ତରାଗ - ୧୯୮୨), ଆହେ ଦୟାମୟ ବିଶ୍ୱ ବିହାରୀ (ବଳିଦାନ - ୧୯୭୮) । କିଛି ପାରମ୍ପରିକ ଗୀĝ\u003c\/p\u003e","brand":"Atlantic Books","offers":[{"title":"Paperback","offer_id":46448523772055,"sku":"9781645600947","price":1138.0,"currency_code":"INR","in_stock":true}],"thumbnail_url":"\/\/cdn.shopify.com\/s\/files\/1\/0666\/3471\/1191\/files\/9781645600947.webp?v=1769143963","url":"https:\/\/atlanticbooks.com\/products\/sanja-sakale-odia-only-9781645600947","provider":"Atlantic Books","version":"1.0","type":"link"}