{"product_id":"tini-ostad-9781645602088","title":"Tini Ostad","description":"\u003cp\u003e • Author(s): Pratibha Ray\u003cbr\u003e • Publisher: Black Eagle Books\u003cbr\u003e • Publisher Imprint: Black Eagle Books\u003cbr\u003e • BISAC: Literary\u003c\/p\u003e\u003cp\u003e\u003c\/p\u003e\u003cp\u003eସ୍କୁଲରେ ପାଠ ପଢୁଥିବା ତିନିଟି ଭାଇଭଉଣୀଙ୍କର ଦୁଃସାହସିକ କୌତୂହଳର କାହାଣୀ ହେଉଛି 'ତିନି ଓସ୍ତାଦ୍]' । ଓଲ୍]ଟୁ, ପାଲ୍]ଟୁ ଓ ଢୋଲ୍]କି ସ୍କୁଲ୍]ବ୍ୟାଗ୍ ଧରି ପାଠପଢ଼ିବା ଆଳରେ ବଣଭୋଜି କରିବାକୁ ଚାଲିଯାଆନ୍ତି ପାଖ ଜଙ୍ଗଲକୁ । ସେଠାରେ ଭାତ, ଡାଲି, ପରିବା ସିଝାଇ ଅଲଣା ଖେଚୁଡ଼ି ରାନ୍ଧି ମହାଖୁସି । ଭୋକିଲା ପେଟରେ ତିନିଟି ପତରରେ ଖେଚୁଡ଼ି ବାଢ଼ି ଖାଇବସିଲାବେଳକୁ ଭୋକିଲା କୁକୁର ଛୁଆଟିଏ କୁଁ କୁଁ ହୋଇ ପାଖରେ ପହଞ୍ଚେ । ସ୍ନେହରେ, ଦୟାରେ ନିଜ ପତରରୁ ଖାଦ୍ୟ ନେଇ ଆଉ ଗୋଟିଏ ପତ୍ର ବାଢ଼ନ୍ତି କୁକୁରଛୁଆ ପାଇଁ । ହାଲିଆ ହୋଇ ଶୋଇପଡ଼ନ୍ତି । ନିଦ ଭାଙ୍ଗିଲାବେଳକୁ ଜଙ୍ଗଲ ଭିତର କିଟ୍]କିଟ୍ ଅନ୍ଧାର ରାତି । କେମିତି ଘରକୁ ଫେରିବେ? କୁକୁରଟି ବାଟ କଢ଼ାଏ । ସ୍ନେହର ମୂଲ୍ୟ ସେ ବୁଝେ । ସକାଳ ପାହିଲାବେଳକୁ ସେମାନେ ପହଞ୍ଚନ୍ତି ଏକ ଅଜଣା ସହରରେ ।କାରଣ କୁକୁରଟି ସେମାନଙ୍କୁ ବିରୀତ ଦିଗରେ ବାଟ କଢ଼ାଇଥିଲା, ଅନ୍ୟ ଦିଗରେ ବାଘ ମାତିଛି ବୋଲି । ଏଇଠାରୁ ଆରମ୍ଭ ହୁଏ ତିନି ଭାଇଭଉଣୀ ଓ କୁକୁର ବାହାଦୁର୍]ର ଦୁଃସାହସିକ ଯାତ୍ରା । ଡକାୟତ ଆଡ୍]ଡ଼ା, ସମୁଦ୍ର ଯାତ୍ରା ଏବଂ ଏକ ଅଜଣା ଦ୍ୱୀପରେ ପହଞ୍ଚିଚ ମଣିଷଖିଆ ମଣିଷଙ୍କୁ ଭେଟି କିରି ବିଭିନ୍ନ ସମସ୍ୟାର ସମାଧାନ କରିଛନ୍ତି ତାରି ବର୍ଣ୍ଣନା କାହାଣୀଟିକୁ କରିଛି ଅତ୍ୟନ୍ତ ରୋମାଞ୍ଚକର ଓ ଶିଶୁ ମନଲୋଭା । ସେହି ଦ୍ୱୀପର ମଣିଷମାନଙ୍କୁ ସେମାନେ ଶିକ୍ଷିତ କରିଛନ୍ତି । ନୂଆ ସମାଜଟିଏ ଗଢ଼ି\u003c\/p\u003e","brand":"Atlantic Books","offers":[{"title":"Paperback","offer_id":46450721521815,"sku":"9781645602088","price":943.0,"currency_code":"INR","in_stock":true}],"thumbnail_url":"\/\/cdn.shopify.com\/s\/files\/1\/0666\/3471\/1191\/files\/9781645602088.webp?v=1769150910","url":"https:\/\/atlanticbooks.com\/products\/tini-ostad-9781645602088","provider":"Atlantic Books","version":"1.0","type":"link"}